News portal website
before header
[URIS id=5393]

ଆଉ ଶୁଭିବନି ପ୍ରବଚନ, ଚାଲିଗଲେ ରାମ ଦାସ

0 202

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୫-୦୫-୨୦୨୧

ସଭିଙ୍କ ପରିଚିତ ଏବଂ ଓଡିଶାର ଲୋକପ୍ରିୟ ପ୍ରବଚକ ଚାରଣ ରାମ ଦାସ ଆଉ ନାହାଁନ୍ତି । କୋଭିଡର କାଳ ଛାୟାରୁ ସେ ମଧ୍ୟ ବର୍ତ୍ତି ପାରିଲେ ନାହିଁ । ଆଧ୍ୟାତ୍ମିକତା ଏବଂ ଜଗନ୍ନାଥ ସଂସ୍କୃତିର ପ୍ରଗାଧ୍ୟ ଜ୍ଞାନ ରଖିଥିବା ପ୍ରବଚକ ଚାରଣ ରାମଦାସଙ୍କ ପରଲୋକ ଘଟିଛି ।କରୋନାରେ ଆକ୍ରାନ୍ତ ହୋଇ ସେ ପୂର୍ବରୁ ଚିକିତ୍ସିତ ହେଉଥିଲେ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ପୁରୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଥିଲା । କିନ୍ତୁ ବିଳମ୍ବିତ ରାତିରେ ଚାରଣ ରାମଦାସ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାପଡିଛି । ଜଗନ୍ନାଥ ସଂସ୍କୃତିର ଜଣେ ବିଶାରଦ ଭାବେ ଜଣାଶୁଣା ଥିଲେ । ମହାପ୍ରଭୁ ଜଗନ୍ନାଥଙ୍କ ଉପରେ ପ୍ରବଚନ ଦେଇ ଘରେ ଘରେ ପ୍ରସିଦ୍ଧ ଥିଲେ ଚାରଣ ରାମଦାସ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.