News portal website
before header
[URIS id=5393]

ଭୟଙ୍କର ରେଳ ଦୁର୍ଘଟଣା : ୨୦୦ରୁ ଅଧିକ ଆହତ….

0 224

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୫-୦୫-୨୦୨୧

ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଆହତ ହେଲେ ୨୦୦ରୁ ଅଧିକ ଯାତ୍ରୀ । ମାଲେସିଆର ରାଜଧାନୀ କ୍ଲାଲାଲାମପୁରରେ ସୋମବାର ଦୁଇଟି ଟ୍ରେନ୍ ମୁହାଁମୁହିଁ ହୋଇଛନ୍ତି । ରାତି ପ୍ରାୟ ୧ଟା ବେଳେ ଏହି ଦୁର୍ଘଟଣା ଘଟିଛି ।ଦୁର୍ଘଟଣା ପରେ ଟ୍ରେନ ଯାତ୍ରୀମାନେ କିପରି ଆହତ ହୋଇ ଚିତ୍କାର କରୁଥିଲେ । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ।

ଏହି ଦୁର୍ଘଟଣାରେ ୧୬୬ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ୪୭ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏନେଇ ସ୍ଥାନୀୟ ପୋଲିସ ଅଧିକାରୀ ମହମ୍ମଦ ଜୈନାଲ ଅବଦୁଲାହ ସୂଚନା ଦେଇଛନ୍ତି ।ସୂଚନାନୁସାରେ, ଗୋଟିଏ ଟ୍ରେନ୍ ମରାମତି ହେବା ପାଇଁ ଷ୍ଟେସନକୁ ଯାଉଥିଲା ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଏହି ସମୟରେ ସମାନ ଟ୍ରାକରେ ଆଉ ଏକ ଯାତ୍ରୀ ବାହୀ ଟ୍ରେନ୍ ଆସିବାରୁ ପରସ୍ପର ମଧ୍ୟରେ ଧକ୍କା ହୋଇଥିଲା । ଟ୍ରେନ୍ ଦ୍ୱୟ ମଧ୍ୟ ଦ୍ରୁତ ଗତିରେ ଯାଉନଥିଲେ । ଗୋଟିଏ ଟ୍ରେନର ଘଣ୍ଟା ପ୍ରତି ବେଗ୍ ଘଣ୍ଟା ପ୍ରତି ୪୦ କିମି ଥିବା ବେଳେ ଅନ୍ୟ ଟ୍ରେନର ବେଗ ଘଣ୍ଟା ପ୍ରତି ୨୦ କିମି ଥିଲା ।

ଘଟଣାକୁ ନେଇ ମାଲେସିଆ ପ୍ରଧାନମନ୍ତ୍ରୀ ମୁହିଦ୍ଦିନ ୟାସିନ ଦୁଃଖ ପ୍ରକାଶ କରିଛନ୍ତି । ଏନେଇ ସେ ଫେସବୁକ ଯୋଗେ ପୋଷ୍ଟ କରିଛନ୍ତି । ଏହାସହ ଘଟଣାର ତଦନ୍ତ ପାଇଁ ପରିବହନ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.