News portal website
before header
[URIS id=5393]

ବାତ୍ୟାର ପବନ କମୁଛି ହେଲେ କମିନି ପ୍ରକୋପ ।

0 159

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୬-୦୫-୨୦୨୧

ବାତ୍ୟାର ପବନ କମୁଛି ହେଲେ ପ୍ରକୋପ କମିନି। ଆଗାମୀ ୧୨ ଘଣ୍ଟା ମୟୂରଭଂଜ ଜିଲ୍ଲା ପାଇଁ ଗୁରୁତ୍ୱପୂର୍ଣ୍ଣ। ବାତ୍ୟା ଅପଡେଟ ସଂପର୍କରେ SRC ପ୍ରଦୀପ ଜେନା କହିଛନ୍ତି ଯେ ବାତ୍ୟା ଉପକୂଳ ଅତିକ୍ରମ କରିଛି। ସର୍ବାଧିକ ୧୩୦/୧୪୦ ପବନ ହୋଇଛି । ତେବେ ବିଦ୍ୟୁତ ଭିତ୍ତିଭୂମି ବିଶେଷ କ୍ଷତିଗ୍ରସ୍ତ ହୋଇନଥିବା ସୂଚନା ମିଳିଛି। ପବନ କ୍ରମେ ମୟୂରଭଂଜ ଜିଲ୍ଲାରେ ବଢ଼ିବାକୁ ଲାଗିବ। ମୟୂରଭଞ୍ଜରେ ୧ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ବୋଲି ଏସଆରସି କହିଛନ୍ତି।
ୟାସର ପ୍ରଭାବ ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ କହିଛନ୍ତି ଯେ- ଯେଉଁଠି ପାଣି ଜମିଛି, ସେଇଠି ଅଫିସରମାନେ ସଜାଗ ଅଛନ୍ତି। ।
ଯଦି ହେବ ତଳିଆ ଅଞ୍ଚଳକୁ ଖାଲି କରିବାକୁ ପ୍ରାଥମିକତା ଦିଆଯିବ। ଗତକାଲି ୩୭ଟି ବ୍ଲକରେ ୧୦୦ ମିମି ବର୍ଷା ରେକର୍ଡ ହୋଇଛି। ତଳିଆ ଅଞ୍ଚଳକୁ ଟିମ୍ ଯାଇଛି, ବର୍ଷା କମିବା ପରେ କାମ ଆରମ୍ଭ ହେବ। ବାଲିଆପାଳ, କେନ୍ଦ୍ରାପଡ଼ାରେ କିଛି ସ୍ଥାନରେ ୱାଟର ଲଗିଙ୍ଗ୍ ଅଛି। ଆଜି ପୂର୍ଣ୍ଣିମା ଯୋଗୁଁ ପାଣି ଠେଲିବ, କିଛି ସମସ୍ୟା ହୋଇପାରେ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in
https://www.youtube.com/AustinNewsMedia
http://facebook.com/AustinNewsMedia
https://twitter.com/AustinNewsMedia

Leave A Reply

Your email address will not be published.