News portal website
before header
[URIS id=5393]

ପ୍ରଶାସକ ଓ ପଞ୍ଚାୟତ ପ୍ରତିନିଧିମାନଙ୍କୁ ନବୀନଙ୍କ ଧନ୍ଯବାଦ।

0 389

ବାତ୍ଯା ପ୍ରଭାବିତ ଲୋକଙ୍କୁ ସାତଦିନ ପର୍ଯ୍ୟନ୍ତ ରିଲିଫ;ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

Notice

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ବର

ତା-୨୬-୦୫-୨୦୨୧

ୟସକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା କରିଛନ୍ତି।

ବୈଠକରେ ବାତ୍ୟା ପ୍ରଭାବିତଙ୍କୁ ୭ ଦିନ ରିଲିଫ୍ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି। ୧୨୮ଟି ପ୍ରଭାବିତ ଗାଁଲୋକଙ୍କୁ ୭ ଦିନ ଯାଏଁ ରିଲିଫ୍ ମିଳିବ।

କ୍ଷତିଗ୍ରସ୍ତ ହୋଇଥିବା ମୁଖ୍ୟରାସ୍ତାକୁ ୨୪ ଘଣ୍ଟା ମଧ୍ୟରେ ମରାମତି ନିର୍ଦ୍ଦେଶ ଦିଆଯାଇଛି। ୨୪ ଘଣ୍ଟା ମଧ୍ୟରେ ୮୦% ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ବାତ୍ୟା ମୁକାବିଲା ଲାଗି ପ୍ରଶାସକ, ପଞ୍ଚାୟତ ପ୍ରତିନିଧିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୋଲିସ ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।

ବାତ୍ଯା ୟସ ପୂର୍ବରୁ ଗ୍ରାମାଞ୍ଚଳରେ ବିଭିନ୍ନ ପଞ୍ଚାୟତରେ ଲୋକଙ୍କ ରହିବା ପାଇଁ ସୁବିଧା ସୁଯୋଗ ସହ ଖାଦ୍ୟ ସାମଗ୍ରୀ ବଣ୍ଟନ ମଧ୍ଯ କରାଯାଇଥିଲା। ବାତ୍ଯା ୟସ କମିଲାପରେ ମଧ୍ଯ ଯେଉଁମାନେ ଯାଇପାରି ନାହାଁନ୍ତି ସେମାନଙ୍କ ଲାଗି ମଧ୍ଯ ପ୍ରେତ୍ୟକ ପଞ୍ଚାୟତରେ ରହିବା ଏବଂ ଖାଇବାର ବ୍ୟବସ୍ଥା କରାଯାଇଥିବାର ଅଷ୍ଟିନ୍ ନ୍ଯୁଜ ଗ୍ରାଉଣ୍ଡ ଜିରୋରୁ ସ୍ଥିତି ଅନୁଧ୍ଯାନ କରିଛି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.