କଟକ / ଅଷ୍ଟିନ୍ ନ୍ୟୁଜ

ତା – ୨୬-୦୫-୨୦୨୧
ରାଜ୍ୟର ୯ ଟି ଜିଲ୍ଲା କୁ ଜାରି କରାଗଲା ରେଡ୍ ଓ୍ୱାର୍ନିଙ୍ଗ। ବାଲେଶ୍ଵର, ଭଦ୍ରକ, କେନ୍ଦ୍ରପଡା, ଯାଜପୁର, ଜଗତସିଂହପୁର, କଟକ, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାକୁ ଜାରି କରାଯାଇଛି ରେଡ୍ ୱାର୍ନିଙ୍ଗ।

ସେହିଭଲି ୪ ଟି ଜିଲ୍ଲା କୁ ୟେଲୋ ୱାର୍ନିଙ୍ଗ ମଧ୍ୟ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଉଛି, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଓ ସମ୍ବଲପୁର। ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିଲା ଏହି ସୂଚନା।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
