News portal website
before header
[URIS id=5393]

ବାତ୍ୟାର ଏରିଏଲ ଭ୍ୟୁ କରିବେ; ମୁଖ୍ୟମନ୍ତ୍ରୀ

0 147

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୭-୦୫-୨୦୨୧

ଆଜି ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ । ଦିନ ସାଢେ ୧୨ଟାରେ ଏରିଏଲ ଭ୍ୟୁ କରିବେ ବୋଲି ସୂଚନା ମିଳିଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳ ଯେପରିକି ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରାୟ ଏକ ଘଣ୍ଟା ସ୍ଥିତି ଅନୁଧ୍ୟାନ କରିବେ ବୋଲି ଚିଠିଲେଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସୂଚନା ଦିଆଯାଇଛି ।ବତ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ସମୀକ୍ଷା ପରେ କିଛି ସ୍ବତନ୍ତ୍ର ପ୍ୟାକେଜ ଘୋଷଣା ହୋଇପାରେ ବୋଲି ଜଣାପଡିଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.