News portal website
before header
[URIS id=5393]

ଓଡିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ

0 312

କଟକ/ ଅଷ୍ଟିନ୍ ନ୍ୟୁଜ

Notice


ତା – ୨୮-୦୫-୨୦୨୧


ବାତ୍ୟା ୟସ୍ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ର ଆକଳନ କରିବା ପାଇଁ ଆଜି ପ୍ରଧାନ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଓଡିଶା ଆସିଛନ୍ତି।

ତାଙ୍କୁ ପାଛୋଟି ଆଣିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ, ଙ୍କ ସହ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଶ୍ରୀ ପ୍ରତାପ ଷଡଙ୍ଗୀ ମହୋଦୟ ଆଜି ରାଜଧାନୀ ସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦର ଠାରେ ପହଞ୍ଚିଛନ୍ତି।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- [email protected]


ପ୍ରଧାନମନ୍ତ୍ରୀ ଶ୍ରି ନରେନ୍ଦ୍ର ମୋଦୀ ଆଜି ଓଡିଶା ମୁଖ୍ୟମନ୍ତ୍ରୀ ଓ ଅନ୍ୟ ସଦସ୍ୟ ଙ୍କ ସହ ବାତ୍ୟା ପ୍ରଭାବ ବିଷୟରେ ବିଚାର ବିମର୍ଶ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.