News portal website
before header
[URIS id=5393]

ଓଡ଼ିଶାକୁ ୫୦୦ କୋଟି !!

0 198

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୮-୦୫-୨୦୨୧

ବାତ୍ୟା ସହାୟତା ପ୍ୟାକେଜ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସକାଳେ ବାତ୍ୟା ଯାସ କ୍ଷୟକ୍ଷତି ଆକଳନ କରିବା ପରେ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଶା ପାଇଁ ଅତିରିକ୍ତ ୫୦୦କୋଟି ଟଙ୍କା ଘୋଷଣା କରିଛନ୍ତି । ସେହିପରି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ମଧ୍ୟ ୫୦୦କୋଟି ଟଙ୍କା ଘୋଷଣା କରାଯାଇଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସେପଟେ ଓଡିଶାର କ୍ଷୟକ୍ଷତି ଆକଳନ କରିବାକୁ ଖୁବଶୀଘ୍ର ଏକ କେନ୍ଦ୍ରୀୟ ଟିମ ଆସିବ । ଆନ୍ତଃମନ୍ତ୍ରୀସ୍ତରୀୟ ଟିମର ରିପୋର୍ଟ ଆଧାରରେ ପରବର୍ତ୍ତୀ ସହାୟତା ରାଶି ଘୋଷଣା କରାଯିବ ବୋଲି ମଧ୍ୟ ଉଲ୍ଲେଖ ରହିଛି । ପ୍ରଧାନମନ୍ତ୍ରୀ ଆଜି ଓଡ଼ିଶାର ୩ଜିଲ୍ଲା ଓ ପଶ୍ଚିମବଙ୍ଗ ପୂର୍ବ ମେଦିନାପୁରର କ୍ଷୟକ୍ଷତି ନେଇ ଆକାଶମାର୍ଗରୁ କରିଥିଲେ ଅନୁଧ୍ୟାନ ।ବିମାନବନ୍ଦରରେ ବସିଥିବା ସମୀକ୍ଷା ବୈଠକରେ ଓଡିଶା ତରଫରୁ କ୍ଷୟୟତି ବାବଦ ଅର୍ଥ ରାଶି ଦାବି କରାଯାଇନଥିଲା ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ବରଂ ବାତ୍ୟା ନିରୋଧୀ ଭିତ୍ତିଭୂମି ଦାବି କରିଥିଲା ଓଡ଼ିଶା । ବାତ୍ୟାରେ କଣ କଣ ହୋଇଛି ସେ ନେଇ 8ମିନଟର ଭିଡ଼ିଓ ମୋଦିଙ୍କୁ ପ୍ରଦର୍ଶନ କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କୁ ବାତ୍ୟା ଅଞ୍ଚଳର ଚିତ୍ର ପାୱାର ପଏଣ୍ଟ ମାଧ୍ୟରେ ଦେଖାଯାଇଥିଲା । ଏହାସହ ବାତ୍ୟା କ୍ଷୟକ୍ଷତିର ଭରଣା ରାଜ୍ୟ ନିଜେ କରିବ ବୋଲି ଜଣାଯାଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.