News portal website
before header
[URIS id=5393]

ବଢିଲା ଘରୋଇ ବିମାନ ସେବା

0 240

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୨୯-୦୫-୨୦୨୧

ପୁଣି ମହଙ୍ଗା ହେବ ବିମାନ ଯାତ୍ରା । ଜୁନ୍ ପହିଲାରୁ ଘରୋଇ ବିମାନ ଭଡା କମ୍ ସୀମାକୁ ୧୩ରୁ ୧୬ ପ୍ରତିଶତକୁ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଏହାପୂର୍ବରୁ ମାର୍ଚ୍ଚରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଘରୋଇ ବିମାନ ଭଡା ମୂଲ୍ୟର ନିମ୍ନ ସୀମାକୁ ୫ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିଲା ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଫେବୃଆରୀରେ, ଟିକେଟର ଆରମ୍ଭ ମୂଲ୍ୟ ୧୦ ପ୍ରତିଶତ ଏବଂ ସର୍ବାଧିକ ମୂଲ୍ୟ ୩୦ ପ୍ରତିଶତ ବୃଦ୍ଧି କରାଯାଇଥିଲା । ବିମାନ ଯାତ୍ରା ଭଡାର ଏହି ବୃଦ୍ଧି ଜୁନ୍ ୧ରୁ କାର୍ଯ୍ୟକାରୀ ହେବ । ତେବେ ଅଧିକ ବିମାନ ଭଡା ସୀମା ପୂର୍ବବତ୍ ରଖାଯାଇଛି । ସରକାରଙ୍କ ଏହି ପଦକ୍ଷେପ ବିମାନ କମ୍ପାନୀଗୁଡ଼ିକୁ ସାହାଯ୍ୟ କରିବ । କୋଭିଡ-୧୯ର ଦ୍ୱିତୀୟ ତରଙ୍ଗ ଯୋଗୁଁ ବିମାନ ଯାତ୍ରୀଙ୍କ ସଂଖ୍ୟାରେ ବହୁତ ହ୍ରାସ ଘଟିଛି ଯାହା ଦ୍ୱାରା ସେମାନଙ୍କର ଆୟ ହ୍ରାସ ପାଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର theaustinnews@gmail.com ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

୪୦ ମିନିଟ୍ ପର୍ଯ୍ୟନ୍ତ ବିମାନ ପାଇଁ, ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଅତି କମରେ ୨୬୦୦ ଟଙ୍କା ଭଡା କରିବାକୁ ନିର୍ଦ୍ଦେଶରେ କୁହାଯାଇଛି । ସେହିଭଳି ୪୦ ମିନିଟରୁ ୬୦ ମିନିଟର ଉଡ଼ାଣ ଅବଧି ପାଇଁ, କମ୍ ଭଡା ସୀମା ବର୍ତ୍ତମାନ ୨୯୦୦ ଟଙ୍କା ବଦଳରେ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ୩,୩୦୦ ଟଙ୍କା ଦେବେ ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.