News portal website
before header
[URIS id=5393]

ପୂର୍ବତନ ବ୍ଲକ ଉପାଧ୍ୟକ୍ଷଙ୍କ ପୁତ୍ର କରୋନାରେ ଦେହାନ୍ତ।

0 893

ଅଷ୍ଟିନ୍ ନ୍ୟୁଜ୍/ଯାଜପୁର

ତା-୨୯-୦୫-୨୦୨୧

କରୋନା ମହାମାରୀ ଏବେ କେତେବେଳେ କାହାର ଜୀବନ ନେଉଛି,ତାହା ଅନିଶ୍ଚିତତା,ଏଭଳି ଘଡିସନ୍ଧି ମୂହୁର୍ତ୍ତରେ ଯାଜପୁର ଜିଲ୍ଲା ବଡଚଣା ବ୍ଲକର ପୂର୍ବତନ ବ୍ଲକ ଉପାଧ୍ୟକ୍ଷଙ୍କ ବିଚିତ୍ରାନନ୍ଦ ମହାପାତ୍ରଙ୍କ ପୁତ୍ର ପ୍ରିୟରଞ୍ଜନ ମହାପାତ୍ରଙ୍କ ଆଜି ଅପରାହ୍ନରେ ପରଲୋକ ହୋଇଯାଇଛି।

ପରଲୋକ ବେଳକୁ ପ୍ରିୟରଞ୍ଜନଙ୍କୁ ୪୫ ବର୍ଷ ହୋଇଥିଲା। ତେବେ ସେ କିଛିଦିନ ହେବ କରୋନା ଆକ୍ରାନ୍ତ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ।ଏଭଳି ଦୁଃଖଦ ସମୟରେ ବଡଚଣା ବିଜେପି ନେତା ଶ୍ରୀଯୁକ୍ତ ଅମର ନାୟକ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର theaustinnews@gmail.com ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.