News portal website
before header
[URIS id=5393]

ଦୁଇ ଦିନ ପରେ ପୁଣି ବଢିଲା କରୋନା ସଂକ୍ରମଣ।

0 170

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୩୦-୦୫-୨୦୨୧

ପୁଣି କରୋନା ସଂକ୍ରମଣ ବଢୁଥିବା ଜଣାପଡିଛି ଗତକାଲି ସଂକ୍ରମଣ କମ୍ ରହିଥିବାବେଳେ ଆଜି ପୁଣି ଦଶହଜାର ମୁହାଁ ରହିଛି ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ଗତ ୨୪ ଘଂଟାରେ ୯,୫୪୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରେ ୫୩୪୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ରହିଥିବାବେଳେ ୪୧୯୮ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଆଜି ଅନୁଗୁଳରୁ ୫୬୨, ବାଲେଶ୍ୱରରୁ ୩୦୨, ବରଗଡରୁ ୨୮୪, ଭଦ୍ରକରୁ ୪୬୪, ବଲାଙ୍ଗୀରରୁ ୧୦୧, ବୌଦ୍ଧରୁ ୧୭୭, କଟକରୁ ୭୧୬, ଦେବଗଡ଼ରୁ ୬୧, ଢେଙ୍କାନାଳରୁ ୧୧୭, ଗଜପତିରୁ ୬୯, ଗଞ୍ଜାମରୁ ୧୫୦,ଜଗତସିଂହପୁରରୁ ୨୯୯, ଯାଜପୁରରୁ ୪୮୯, ଝାରସୁଗୁଡ଼ାରୁ ୧୪୦, କଳାହାଣ୍ଡିରୁ ୩୧୫, କନ୍ଧମାଳରୁ ୧୦୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।ସେହିପରି କେନ୍ଦ୍ରାପଡାରୁ ୧୧୪, କେନ୍ଦୁଝରରୁ ୧୭୭, ଖୋର୍ଦ୍ଧାରୁ ୧୩୪୨, କୋରାପୁଟରୁ ୨୧୫, ମାଲକାନଗିରିରୁ ୧୨୩, ମୟୂରଭଞ୍ଜରୁ ୬୯୫, ନବରଙ୍ଗପୁରରୁ ୨୫୪, ନୟାଗଡ଼ରୁ ୨୩୦, ନୂଆପଡାରୁ ୫୦, ପୁରୀରୁ ୫୨୮, ରାୟଗଡ଼ାରୁ ୧୬୪, ସମ୍ବଲପୁରରୁ ୨୨୯, ସୋନପୁରରୁ ୨୪୫,ସୁନ୍ଦରଗଡରୁ ୫୯୫ ଓ ରାଜ୍ୟ ପୁଲରୁ ୨୨୭ ଜଣ ସଂକ୍ରମିତ ରହିଛନ୍ତି ।ଆଜିର ନୂଆ ମାମଲାକୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୬୬୮୪କୁ ବୃଦ୍ଧି ପାଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଏବେ ସୁଦ୍ଧା ୯୫୨୬୬ ଜଣ କରୋନା ସଂକ୍ରମିତ ଚିକିତ୍ସିତ ଅବସ୍ଥାରେ ରହିଥିବାବେଳେ ୬୫୮୬୪୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ୧୧୭୧୧୪୫୯ କରୋନା ନମୁନା ଯାଞ୍ଚ ହୋଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.