News portal website
before header
[URIS id=5393]

ସପ୍ତାହାନ୍ତ ସଟଡାଉନ ଜାରି..

0 247

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୩୦-୦୫-୨୦୨୧

ସପ୍ତାହାନ୍ତ ସଟଡାଉନର ଦ୍ୱିତୀୟ ଦିନ । ବଢୁଥିବା କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଲକଡାଉନ୍ ସହ ସଟଡାଉନ୍ ଫର୍ମୁଲା ଆପଣାଇଛନ୍ତି ରାଜ୍ୟ ସରକାର । ସଟଡାଉନ୍ ପ୍ରଭାବରେ ରାଜ୍ୟର ସମସ୍ତ ସହରାଞ୍ଚଳରେ ବନ୍ଦ ରହିଛି ଦୋକାନ ବଜାର । ଗାଡି ଚଳାଚଳ ବି ବନ୍ଦ ରହିଛି । ଟ୍ୱିନ୍‌ ସିଟିର ବିଭିନ୍ନ ଛକରେ କଡ଼ାକଡ଼ି ଚେକିଂ କରାଯାଉଛି । ଯେଉଁମାନେ ଅମାନିଆ ହୋଇ ବାହାରକୁ ବାହାରୁଛନ୍ତି ସେମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ନିୟମ ମାନି ଲୋକେ ଚଳିବା ପାଇଁ ଅପିଲ୍ କରିଛନ୍ତି ସରକାର । କରୋନା ସଂକ୍ରମଣକୁ ଚେକ୍ ଦେବା ପାଇଁ ରାଜ୍ୟରେ ଲକଡାଉନ ସହ ପ୍ରତି ଶନିବାର ଓ ରବିବାର ସଟଡାଉନ ଜାରି ରହିଛି ।ସାରା ଦେଶରେ କରୋନା ସଂକ୍ରମଣ ଏକ ପ୍ରକାରର ବଢୁଥିବା ବେଳେ ଏହି ସଂକ୍ରମଣ ଚେନ୍‌ରେ ବ୍ରେକ୍‌ ଦେବାପାଇଁ ବିଭିନ୍ନ ରାଜ୍ୟରେ ସରକାର ଲକଡାଉନ ଓ ସଟଡାଉନ ଭଳି ପଦକ୍ଷେପ ନେଉଛନ୍ତି । ଏହାଦ୍ୱାରା ସଂକ୍ରମଣ ହାର କମ୍‌ ହୋଇପାରିବ । ବିଶ୍ୱବ୍ୟାପୀ ମହାମାରୀ ସମୟରେ ସରକାରଙ୍କ ଗାଇଡଲାଇନ ମାନିବା ହିଁ ଶ୍ରେୟ ହେବ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.