News portal website
before header
[URIS id=5393]

ବିବାହ କଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ ….

0 183

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୩୦-୦୫-୨୦୨୧

ବିବାହ କଲେ ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀ । ଗତକାଲି ବ୍ରିଟିସ୍‌ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ୱେଷ୍ଟମିନିଷ୍ଟର କ୍ୟାଥେଡ୍ରାଲର ଏକ ଗୁପ୍ତ ସମାରୋହରେ ବିବାହ କରିଛନ୍ତି । କରୋନା କଟକଣା ଯୋଗୁଁ ବୋରିସ୍ ମାତ୍ର ୩୦ ଜଣ ଅତିଥିଙ୍କ ମଧ୍ୟରେ ବିବାହ କରିଥିବା ବେଳେ ହଠାତ୍‌ ବୋରିସ୍ ଜନସନ ବିବାହ କରିଥିବା ଜାଣିବାକୁ ମିଳିଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ପୂର୍ବରୁ ବ୍ରିଟିସ୍‌ର ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ କ୍ୟାରି ସିମଣ୍ଡସଙ୍କୁ ପ୍ରେମ କରିଆସୁଥିଲେ । ଗତକାଲି ବିଧିବଧ ଭାବେ କ୍ୟାରିଙ୍କ ହାତ ଧରିଛନ୍ତି ଜନସନ । ତେବେ ଜନସନଙ୍କ ଡାଉନିଂ ଷ୍ଟ୍ରିଟ୍ କାର୍ଯ୍ୟାଳୟର ମୁଖପାତ୍ର ଏହି ବିବାହ ଉପରେ କିଛି ସୂଚନା ଦେବାକୁ ମନାକରି ଦେଇଥିବା ସୂଚନା ମିଳିଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.