ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା,୩୦-୦୫-୨୦୨୧
ରାଜ୍ୟରେ ୨୪ ଘଣ୍ଟାରେ ୯ ହଜାର ୫୪୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୯,୫୪୧ ମଧ୍ୟରୁ କ୍ୱାରେଣ୍ଟିନରୁ ୫,୩୪୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୪,୧୯୮ ରହିଛି।ରାଜ୍ୟରେ ଆଉ ୩୩ କରୋନା ସଂକ୍ରମିତଙ୍କ ମୃତ୍ୟୁ। ଆଜିର ମୃତ୍ୟୁ ସହ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨ ହଜାର ୭୧୯କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରେ ସର୍ବାଧିକ ୧୩୪୨ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୧୬ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୫୬୨, ବାଲେଶ୍ୱରରୁ ୩୦୨, ବରଗଡ଼ରୁ ୨୮୪, ଭଦ୍ରକରୁ ୪୬୪, ବଲାଙ୍ଗିରରୁ ୧୦୧, ବୌଦ୍ଧରୁ ୧୭୭, ଦେବଗଡ଼ରୁ ୬୧, ଢେଙ୍କାନାଳରୁ ୧୧୭, ଗଜପତିରୁ ୬୯, ଗଞ୍ଜାମରୁ ୧୫୦, ଯାଜପୁରରୁ ୪୮୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁରରୁ ୨୯୯, ଝାରସୁଗୁଡ଼ାରୁ ୧୪୦, କଳାହାଣ୍ଡିରୁ ୩୧୫, ମାଲକାନଗିରିରୁ ୧୨୩, ମୟୂରଭଂଜରୁ ୬୯୫, ନବରଙ୍ଗପୁରରୁ ୨୫୪, ନୟାଗଡ଼ରୁ ୨୩୦, ନୂଆପଡ଼ାରୁ ୫୦, ପୁରୀରୁ ୫୨୮, ରାୟଗଡ଼ାରୁ ୧୬୪, ସମ୍ବଲପୁରରୁ ୨୨୯, ସୋନପୁରରୁ ୨୪୫, ସୁନ୍ଦରଗଡ଼ରୁ ୫୯୫, ଷ୍ଟେଟପୁଲରୁ ୨୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ଟିଭ କେସ୍ ୯୫ ହଜାର ୨୬୬ ରହିଥିବା ବେଳେ ସୁସ୍ଥ ହେଲେଣି ୬,୫୮,୬୪୬ ଜଣ। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୫୬ ହଜାର ୬୮୪କୁ ବୃଦ୍ଧି ପାଇଛି।
ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
https://www.youtube.com/AustinNewsMedia
http://facebook.com/AustinNewsMedia
https://twitter.com/AustinNewsMedia

