News portal website
before header
[URIS id=5393]

ଆସନ୍ତା ୪ଦିନ ପର୍ଯ୍ୟନ୍ତ କାଳବୈଶାଖୀ

0 340

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୩୧-୦୫-୨୦୨୧

ଆସନ୍ତାକାଲି ଠାରୁ ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବାନେଇ ପାଣିପାଗ ବିଭାଗ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, କଲାହାଣ୍ଡି, କନ୍ଧମାଲ, ଯାଜପୁର, ବାଲେଶ୍ବର, ଭଦ୍ରକରେ ୱାର୍ଣ୍ଣିଂ ଜାରି ହୋଇଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି । ସେପଟେ ଜୁନ୍ ୩ ତାରିଖ ସୁଦ୍ଧା ମୌସୁମୀ କେରଳ ଛୁଇଁପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଜୁନ୍ ୮ ତାରିଖ ବେଳକୁ ମୌସୁମୀ ସଂପୂର୍ଣ୍ଣ କେରଳ ଛୁଇଁବ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.