News portal website
before header
[URIS id=5393]

ଅଖ-ଚକ ସଂଯୋଗ ପାଇଁ ଚଳଚଞ୍ଚଳ ରଥଖଳା

0 345

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୩୧-୦୫-୨୦୨୧

ରଥଯାତ୍ରା ପାଇଁ ରଥ ନିର୍ମାଣ କାମ ଯୋରସୋରରେ ଚାଲିଛି। ରଥର ନାହାକା ଚକ ପ୍ରସ୍ତୁତ ହୋଇଛି। ବିଶ୍ୱକର୍ମାମାନେ ପନ୍ଦାରୀ ଓ ବଳା ଅନୁକୂଳ କରି ଚକରେ ଲଗାଇଛନ୍ତି। ଏଥିସହ ପଇରେ ବିନ୍ଧ କାମ ଚାଲିଛି। ମହାପ୍ରଭୁଙ୍କ ଭଉଁରୀ ଉତ୍ସବକୁ ଦୃଷ୍ଟି ଦେଇ କାମ ଆଗଉଛି । ଏହି ପବିତ୍ର ତିଥି ରଥର ଚକ ଓ ଅଖ ସଂଯୁକ୍ତ ହେବ ।ତେଣୁ ଭୋଇସେବକ ବିଲେଇବାଡ଼ିଆ ପଦ୍ଧତିରେ ଅର ଓ ପଇକୁ ସଂଯୋଗ କରୁଛନ୍ତି।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଯନ୍ତା ପଟାରେ ତୁମ୍ବ ସହ ଅର ସଂଯୋଗ ବା ସିଙ୍ଗଡ଼ା ବାଡ଼ିଆ ହୋଇ ପଇକୁ ବିନ୍ଧ ପରେ ଖୁସିଅର ଲାଗୁଛି। ପରେ କଳସା କରାଯାଇ ପଇକୁ ବାନ୍ଧେଣୀ କରି ଚକ ପ୍ରସ୍ତୁତ ହେଉଛି। ରଥଖଳାରେ ଚିରଟ ହୋଇ ଜଳଯନ୍ତ୍ର ଓ ଗୁଜ କାଠ ପହଂଚିଛି। ଗୁଜ ହେଉଛି ରଥର ସୁରକ୍ଷା କବଚ। ରଥନିର୍ମାଣରେ ସମୁଦାୟ ୧୬୬ ଜଣ ସେବକ ଲାଗିଛନ୍ତି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.