News portal website
before header
[URIS id=5393]

କମୁନି ସଂକ୍ରମଣ

0 164

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୧-୦୬-୨୦୨୧

ରାଜ୍ୟରେ କ୍ରମାଗତ ଭାବେ ଲକଡାଉନ ପ୍ରଭାବ ଯୋଗେ ସଂକ୍ରମଣ କମୁଥିବାରୁ ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୬୪୯୯୭ ରେ ପହଞ୍ଚିଛି ।ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୯୨ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୮୪୩ ସ୍ଥାନୀୟ ବାସିନ୍ଦା ରହିଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୪୫୬, ବାଲେଶ୍ୱରରୁ ୫୬୬, ବରଗଡ଼ରୁ ୧୯୩, ଭଦ୍ରକରୁ ୧୪୭, ବଲାଙ୍ଗୀରରୁ ୪୯, ବୌଦ୍ଧରୁ ୧୩୭, କଟକରୁ ୬୭୩, ଦେଓଗଡ଼ରୁ ୬୩, ଢେଙ୍କାନାଳରୁ ୫୦୩, ଗଜପତିରୁ ୮୦, ଗଞ୍ଜାମରୁ ୧୫୬, ଜଗତସିଂହପୁରରୁ ୩୮୨, ଯାଜପୁରରୁ ୫୦୭, ଝାରସୁଗୁଡ଼ାରୁ ୧୫୭, କଳାହାଣ୍ଡିରୁ ୧୭୭, କନ୍ଧମାଳରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସେହିପରି କେନ୍ଦ୍ରାପଡ଼ାରୁ ୩୮୭, କେନ୍ଦୁଝରରୁ ୧୭୯, ଖୋର୍ଦ୍ଧାରୁ ୧୨୨୨, କୋରପୁଟରୁ ୨୫୫, ମାଲକାନଗିରିରୁ ୯୬, ମୟୁରଭଞ୍ଜରୁ ୩୪୨, ନବରଙ୍ଗପୁରରୁ ୨୬୪, ନୟାଗଡ଼ରୁ ୨୮୫, ନୂଆପଡ଼ାରୁ ୪୦, ପୁରୀରୁ ୪୬୭, ରାୟଗଡ଼ାରୁ ୯୦, ସମ୍ବଲପୁରରୁ ୧୭୭, ସୋନପୁରରୁ ୧୫୬, ସୁନ୍ଦରଗଡ଼ରୁ ୨୪୪, ଷ୍ଟେଟ୍‌ ପୁଲ୍‌ରୁ ୨୨୦ କରୋନା ପଜିଟିଭ ରହିଛନ୍ତି ।

ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୭୩୭୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମଧ୍ୟରୁ ୬୮୦୯୩୨ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୮୯୯୫୬ଟି ଆକ୍ଟିଭ୍‌ କେସ୍‌ ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧୧୮୩୫୩୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.