News portal website
before header
[URIS id=5393]

ରାଜ୍ୟ ସରକାରଙ୍କ ଟେଣ୍ଡର ପ୍ରକ୍ରିୟାରେ ଆଗ୍ରହ ଦେଖାଇଲେନି ଟିକା ଉତ୍ପାଦନକାରୀ ସଂସ୍ଥା।

0 256

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୧-୦୬-୨୦୨୧

ରାଜ୍ୟ ସରକାରଙ୍କ ଟେଣ୍ଡର ପ୍ରକ୍ରିୟାରେ ପ୍ରି-ବିଡିଂ ବୈଠକକୁ ଆସିଲେନି ସେରମ୍ ଇନଷ୍ଟିଚ୍ୟୁଟ୍ ଓ ଭାରତ ବାୟୋଟେକ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନଙ୍କୁ ନବ ଦାସ ଦେଇଥିବା ଚିଠିରୁ ଏହି ସୂଚନା ମିଳିଛି। ଏହାସହ କୌଣସି ଟିକା ସଂସ୍ଥା ରାଜ୍ୟ ସହ ଡିଲ୍ କରିବାକୁ ଇଚ୍ଛା ପ୍ରକାଶ କରିନାହାନ୍ତି।

କମ୍ପାନି ମାନେ ସିଧାସଳଖ ଭାବେ କେନ୍ଦ୍ର ସରକାରଙ୍କ ସହ ଡିଲ୍ କରିବାକୁ ଚାହିଁଥିବା ନବ ଚିଠିରେ ଉଲ୍ଲେଖ କରିଛନ୍ତି। କେନ୍ଦ୍ର ସରକାର ଟିକା ଯୋଗାଣ ନୀତି କୋହଳ କରିବା ପରେ ଗ୍ଲୋବାଲ ଟେଣ୍ଡର ଡାକିଥିଲେ ରାଜ୍ୟ ସରକାର।

ନିୟମରେ କୋହଳ କରାଯାଇଥିଲେ ବି ବିଡିଂ ପ୍ରତି ଏତେଟା ଆଗ୍ରହ ଟିକା ଉତ୍ପାଦନକାରୀ କମ୍ପାନି ମାନେ ଦେଖାଇନାହାନ୍ତି। ସେରମ୍ ଓ ବଭାରତ ବାୟୋଟେକ୍ ରାଜ୍ୟ ପରିବର୍ତ୍ତେ ସିଧା କେନ୍ଦ୍ର ସହ ଡିଲ୍ କରିବାକୁ ଚାହିଁଛନ୍ତି। ଏପରିକି ମଡର୍ଣ୍ଣା, ଫାଇଜର ଭଳି କଂପାନୀ କେନ୍ଦ୍ର ସରକାରଙ୍କଠାରୁ ଅନୁମତି ପାଇଁ ଅପେକ୍ଷାରେ ରହିଛନ୍ତି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in
https://www.youtube.com/AustinNewsMedia
http://facebook.com/AustinNewsMedia

Leave A Reply

Your email address will not be published.