News portal website
before header
[URIS id=5393]

ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୮୩୯୯ କରୋନା ସଂକ୍ରମିତ

0 177

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୨-୦୬-୨୦୨୧

ରାଜ୍ୟରେ କମୁନି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୩୯୯ କରୋନା ସଂକ୍ରମିତ। ଏମାନଙ୍କ ମଧ୍ୟରୁ ୪୭୪୧ କ୍ୱାରେଣ୍ଟିନରେ ଥିବାବେଳେ ୩୬୫୮ ଲୋକାଲ କଣ୍ଟାକ୍ସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଦେଇଛି । ,

ଆଜି ବି ଖୋର୍ଦ୍ଧା ତାଲିକାର ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରୁ ୧୧୦୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୪୬୮, ବାଲେଶ୍ୱରରୁ ୨୪୦, ବରଗଡରୁ ୧୮୯, ଭଦ୍ରକରୁ ୧୪୭, ବଲାଙ୍ଗିରରୁ ୧୧୬, ବୌଦ୍ଧରୁ ୧୬୬, କଟକରୁ ୭୬୬, ଦେବଗଡରୁ ୮୧, ଢେଙ୍କାନାଳରୁ ୪୫୧, ଗଜପତିରୁ ୮୦, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୨୬୯, ଯାଜପୁରୁରୁ ୫୧୪, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡାରୁ ୨୧୦, କେନ୍ଦୁଝରରୁ ୧୮୬ ଏକ କୋରାପୁଟରୁ ୧୭୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ମାଲକାନଗିରିରୁ ୧୨୮, ମୟୂରଭଞ୍ଜରୁ ୪୮୫, ନବରଙ୍ଗପୁରରୁ ୨୦୦, ନୟାଗଡରୁ ୨୨୩, ନୂଆପଡାରୁ ୩୪, ପୁରୀରୁ ୪୭୫, ରାୟଗଡାରୁ ୨୯୨, ସମ୍ବଲପୁରରୁ ୧୯୧, ସୋନପୁରରୁ ୧୪୩, ସୁନ୍ଦରଗଡରୁ ୪୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଷ୍ଟେଟ ପୁଲ୍‌ରୁ ଚିହ୍ନଟ ହୋଇଛନ୍ତି ୧୮୫।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୮୨୧୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭୨୨୦୮୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୯୨୦୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in
https://www.youtube.com/AustinNewsMedia
http://facebook.com/AustinNewsMedia
Leave A Reply

Your email address will not be published.