News portal website
before header
[URIS id=5393]

ଜୁନରେ କମିବାରେ ନାଁ ଧରୁନାହିଁ ସଂକ୍ରମଣ।

0 175

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୩-୦୬-୨୦୨୧

ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୦୯୭୦ରେ ପହଞ୍ଚିଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୪୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୮୯୧ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୫ଜଣ, ବରଗଡ଼ ଜିଲ୍ଲାରୁ ୧୯୩ଜଣ, ଭଦ୍ରକ ଜିଲ୍ଲାରୁ ୪୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୯ଜଣ, ବୌଦ୍ଧ ଜିଲ୍ଲାରୁ ୧୭୯ଜଣ, କଟକ ଜିଲ୍ଲାରୁ ୭୬୯ଜଣ, ଦେଓଗଡ଼ ଜିଲ୍ଲାରୁ ୮୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୧୦ଜଣ, ଗଜପତି ଜିଲ୍ଲାରୁ ୫୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୧୭ଜଣ, ଯାଜପୁର ଜିଲ୍ଲାରୁ ୪୯୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪୫ଜଣ, କନ୍ଧମାଳ ଜିଲ୍ଲାରୁ ୫୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୦୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୩୫ଜଣ, କୋରାପୁଟ ଜିଲ୍ଲାରୁ ୯୯ଜଣ, ମାଲକାନଗିରି ଜିଲ୍ଲାରୁ ୮୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୮୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୯ଜଣ, ନୟାଗଡ଼ ଜିଲ୍ଲାରୁ ୨୪୬ଜଣ, ନୂଆପଡ଼ା ଜିଲ୍ଲାରୁ ୩୪ଜଣ, ପୁରୀ ଜିଲ୍ଲାରୁ ୪୩୮ଜଣ, ରାୟଗଡ଼ା ଜିଲ୍ଲାରୁ ୨୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୯୪ଜଣ, ସୋନପୁର ଜିଲ୍ଲାରୁ ୧୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୦୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୯୦୯୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫୪୨୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୦୨୬୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.