News portal website
before header
[URIS id=5393]

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା ….

0 372

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୩-୦୬-୨୦୨୧

ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ରହିଛି । ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା ଅନୁଷ୍ଠିତ ହେବ । ଏହି ଯାତ୍ରାରେ ତିନିଟି ରଥର ଅଖ ସହ ଚକ ଡେରା ନୀତି ଆଜି ସମ୍ପାଦିତ ହେବ । ୨ଟି ଲେଖାଏଁ ଚକ ସହ ଅଖ ସଂଯୋଗ ହେବ ।

ଶ୍ରୀମନ୍ଦିରରରେ ସକାଳ ଧୂପ ପରେ ପୂଜାପଣ୍ଡା ସେବାୟତ ମହାପ୍ରଭୁଙ୍କ ଆଜ୍ଞାମାଳ ଧରି ରଥଖଳାରେ ପହଞ୍ଚିବେ । ବିଶ୍ୱକର୍ମା ଓ ଭୋଇ ସେବାୟତଙ୍କ ସହଯୋଗରେ ଅଖ, ଚକ ଡେରା କାର୍ଯ୍ୟ ସମ୍ପାଦିତ ହେବ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ରଥଖଳାରେ ତିନିଟି ରଥର ୪୨ଟିରୁ ୧୮ଟି ଚକ କାମ ସରିଛି । ଅନ୍ୟ ଚକଗୁଡ଼ିକ ପାଇଁ ନିର୍ମିତ ଚୁମ୍ୱରେ ଅର ଓ ପଇ ସଂଯୋଗ କରାଯାଉଛି ।ଆଜି ଭଉଁରୀ ପାଇଁ ରଥଖଳା ଓ ନରେନ୍ଦ୍ର ପୁଷ୍କରିଣୀ ଚାରିପଟରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । ସେଠାରେ ମୋଟ ୫ ପ୍ଲାଟୁନ୍ ଫୋର୍ସ ମୁତୟନ ଅଛନ୍ତି। ଚନ୍ଦନଯାତ୍ରାଠାରୁ ଶ୍ରୀକ୍ଷେତ୍ରରେ ନରେନ୍ଦ୍ର ପୁଷ୍କରିଣୀ ଓ ଶ୍ରୀମନ୍ଦିର ସମ୍ମୁଖ ଭାଗରେ ଜିଲ୍ଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ବଳବତ୍ତର ରହିଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.