News portal website
before header
[URIS id=5393]

ଗତ 24 ଘଣ୍ଟାରେ 39 ମୁଣ୍ଡ ନେଲା କରୋନା

0 194

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୪-୦୬-୨୦୨୧

ଗତ 24 ଘଣ୍ଟାରେ 39 ଜଣଙ୍କର ମୁଣ୍ଡ ନେଇଛି ମହାମାରୀ । ଆଜକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 2912 । ଏପ୍ରିଲ ମାସରେ ରାଜ୍ୟରେ 1,13,591 ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ 118 ଜଣଙ୍କ ମୁଣ୍ଡ ନେଇଥିଲା ମହାମାରୀ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ମେ ମାସରେ 3, 20,803 ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ 711 ମୁଣ୍ଡ ନେଇଛି ମହାମାରୀ । ସେହିପରି ଜୁନ ମାସର ପ୍ରଥମ ଚାରି ଦିନରେ 33,702 ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ 158 ମୁଣ୍ଡ ନେଲା କୋରୋନା ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.