News portal website
before header
[URIS id=5393]

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍

0 168

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୫-୦୬-୨୦୨୧

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ୨୪ ଘଣ୍ଟାରେ ଆଉ ୭ହଜାର ୩୯୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ୪୦ ଆକ୍ରାନ୍ତଙ୍କ ଜୀବନ ନେଇଛି କିଲର ଭାଇରସ୍ । ୧୧ହଜାର ୩୪୭ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କ୍ବାରେଣ୍ଟାଇନରୁ ୪ହଜାର ୧୬୯, ଲୋକାଲ କେସ୍ ୩ହଜାର ୨୨୬ । ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ସର୍ବାଧିକ ୧୦୬୯, କଟକରୁ ୮୬୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଯାଜପୁରରୁ ୫୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସେହିଭଳି ଅନୁଗୁଳରୁ ୪୪୩, ବାଲେଶ୍ୱରରୁ ୨୮୫, ବରଗଡ଼ ୧୭୧, ଭଦ୍ରକ ୨୩୮, ବଲାଙ୍ଗୀର ୮୧, ବୌଦ୍ଧ ୧୩୩, କଟକ ୮୬୮, ଦେବଗଡ଼ ୫୭, ଢେଙ୍କାନାଳ ୮୧, ଗଜପତି ୫୨, ଗଞ୍ଜାମ ୬୯, ଜଗତସିଂହପୁର ୨୮୮, ଯାଜପୁର ୫୧୬, ଝାରସୁଗୁଡ଼ା ୬୬, କନ୍ଧମାଳ ୭୬, କେନ୍ଦ୍ରାପନା ୩୪୧, କେନ୍ଦୁଝର ୧୫୮, କୋରାପୁଟ ୧୬୧, ମାଲକାନଗିରି ୧୧୦, ମୟୂରଭଞ୍ଜ ୩୮୪, ନବରଙ୍ଗପୁର ୧୯୬, ନୟାଗଡ଼ ୨୪୩, ନୂଆପଡ଼ା ୨୨, ପୁରୀ ୩୫୬, ରାୟଗନା ୧୨୫, ସମ୍ୱଲପୁର ୧୩୭, ସୋନପୁର ୯୧, ସୁନ୍ଦରଗଡ଼ ୨୬୭ ଓ ଷ୍ଟେଟ୍ ପୁଲ୍‌ରୁ ୧୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮ଲକ୍ଷ ୬ହଜାର ୯୪ ଥିବା ବେଳେ ମୋଟ୍ ସୁସ୍ଥ ହେଲେଣି ୭ଲକ୍ଷ ୨୪ହଜାର ୪୦୨ । ଆକ୍ଟିଭ କେସ୍ ୭୮ହଜାର ୬୮୭ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.