News portal website
before header
[URIS id=5393]

ଭଦ୍ରକ ଯୁବକଙ୍କୁ ରାଜଧାନୀରେ ହତ୍ଯା

0 234

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୬-୦୬-୨୦୨୧

ରାଜଧାନୀରେ ଜଘନ୍ୟ ହତ୍ୟା । ଭଦ୍ରକର ଜଣେ ଯୁବକଙ୍କୁ ପଥରରେ ଛେଚି ଛେଚି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ ।ଏପରି ଏକ ଅଭାବନୀୟ ଘଟଣା ଘଟିଛି ଖାରବେଳନଗର ଥାନା ଅନ୍ତର୍ଗତ ହୋଟେଲ ସ୍ୱସ୍ତି ଗ୍ରାଣ୍ଡ ପଛପଟେ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ପୋଲିସ ମୃତଦେହ ଜବତ କରିବା ସହ ବ୍ୟବଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି ।ସେପଟେ ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଫେରାର ଦୁର୍ବୃତ୍ତଙ୍କୁ ଧରିବାକୁ କମିଶନରେଟ ପୋଲିସ ବିଭିନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ସାମାନ୍ୟ କଥାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.