News portal website
before header
[URIS id=5393]

ବଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ନାମରେ ଚୋରି ଅଭିଯୋଗ

0 223

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୬-୦୬-୨୦୨୧

ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ । ପଶ୍ଚିମବଙ୍ଗର କାନ୍ଥିରେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇଙ୍କ ବିରୋଧରେ ଏକ ମାମଲା ଦାଏର କରାଯାଇଛି । ଦୁଇ ଭାଇ ମ୍ୟୁନିସିପାଲିଟିରୁ ରିଲିଫ୍ ସାମଗ୍ରୀ ଚୋରି କରିଥିବା ଅଭିଯୋଗ ଆଣିଛି ତୃଣମୂଳ କଂଗ୍ରେସ (ଟିଏମସି) ।

ଶୁଭେନ୍ଦୁ ଅଧିକାରୀ ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ୧୯୫୬ ଭୋଟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ପରାସ୍ତ କରିଥିଲେ । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପ୍ରଥମ ଥର ପାଇଁ ବିଜେପି ମୁଖ୍ୟ ବିରୋଧୀ ଦଳ ଭାବେ ଉଭା ହୋଇଥିଲା ।
ନିର୍ବାଚନ ଫଳାଫଳ ପରଠାରୁ ବିଜେପି ଏବଂ ଟିଏମସି ମଧ୍ୟରେ ବିବାଦ ସ୍ପଷ୍ଟ ଦେଖିବାକୁ ମିଳୁଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in
https://www.youtube.com/AustinNewsMedia
http://facebook.com/AustinNewsMedia
Leave A Reply

Your email address will not be published.