News portal website
before header
[URIS id=5393]

କ୍ରମାଗତ ଭାବରେ ଖସୁଛି କରୋନା ସଂକ୍ରମଣ

0 184

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୭-୦୬-୨୦୨୧

ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୯୨୧୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୫୩ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୬୫ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯୫ଜଣ, ବରଗଡ଼ ଜିଲ୍ଲାରୁ ୧୬୪ଜଣ, ଭଦ୍ରକ ଜିଲ୍ଲାରୁ ୨୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୩ଜଣ, ବୌଦ୍ଧ ଜିଲ୍ଲାରୁ ୧୧୨ଜଣ, କଟକ ଜିଲ୍ଲାରୁ ୬୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨୩ଜଣ, ଗଜପତି ଜିଲ୍ଲାରୁ ୩୦ଜଣ, ଗଞ୍ଜାମ ଜିଲ୍ଲାରୁ ୯୩ଜଣ, ଜଗତସିଂହପୁର ଜିଲ୍ଲରାୁ ୨୧୮ଜଣ, ଯାଜପୁର ଜିଲ୍ଲାରୁ ୫୬୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୬ଜଣ, କଳାହାଣ୍ଡି ଜିଲ୍ଲାରୁ ୮୦ଜଣ, କନ୍ଧମାଳ ଜିଲ୍ଲାରୁ ୧୪୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୫୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୫ଜଣ, କୋରାପୁଟ ଜିଲ୍ଲାରୁ ୧୮୦ଜଣ, ମାଲକାନଗିରି ଜିଲ୍ଲାରୁ ୧୦୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬୬ଜଣ, ନୟାଗଡ଼ ଜିଲ୍ଲାରୁ ୧୬୧ଜଣ, ନୂଆପଡ଼ା ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୩୯୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୩ଜଣ, ସୋନପୁର ଜିଲ୍ଲାରୁ ୫୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦୩ଜଣ ରହିଛନ୍ତି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୯୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୬୭୫୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩୯୩୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୨୫୦୨୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏହି ଭଳି ସଂକ୍ରମଣ କମୁଥିବା ବେଳେ ଆମକୁ ଅଧିକ ସତର୍କତା ସହିତ ଚଳିବାର ଆବଶ୍ଯକ ମନେହୁଏ। ଯାହା ଫଳରେ କରୋନା ସମ୍ପୂର୍ଣ୍ଣ ରୂପେ ଦୁର୍ବଳ ହୋଇପାରିବ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.