News portal website
before header
[URIS id=5393]

ଚବିଶ ଘଣ୍ଟାରେ ୫୮୯୬ କରୋନା ପଜେଟିଭ

0 232

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୭-୦୬-୨୦୨୧

ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୨୫୧୧୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୩୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୫୬୪ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୮୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୭୩ଜଣ, ବରଗଡ଼ ଜିଲ୍ଲାରୁ ୯୯ଜଣ, ଭଦ୍ରକ ଜିଲ୍ଲାରୁ ୩୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୭୩ଜଣ, କଟକ ଜିଲ୍ଲାରୁ ୩୪୯ଜଣ, ଦେଓଗଡ଼ ଜିଲ୍ଲାରୁ ୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୦୬ଜଣ, ଗଜପତି ଜିଲ୍ଲାରୁ ୪୪ଜଣ, ଗଞ୍ଜାମ ଜିଲ୍ଲାରୁ ୩୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩୨ଜଣ, ଯାଜପୁର ଜିଲ୍ଲାରୁ ୪୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୪ଜଣ, କଳାହାଣ୍ଡି ଜିଲ୍ଲାରୁ ୫୩ଜଣ, କନ୍ଧମାଳ ଜିଲ୍ଲାରୁ ୬୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୫୩ଜଣ, କୋରାପୁଟ ଜିଲ୍ଲାରୁ ୧୨୯ଜଣ, ମାଲକାନଗିରି ଜିଲ୍ଲାରୁ ୧୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭୪ଜଣ, ନୟାଗଡ଼ ଜିଲ୍ଲାରୁ ୧୭୭ଜଣ, ନୂଆପଡ଼ା ଜିଲ୍ଲାରୁ ୩୭ଜଣ, ପୁରୀ ଜିଲ୍ଲାରୁ ୨୪୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୬ଜଣ, ସମ୍ବଲପୁର ଜିଲ୍ଲାରୁ ୯୨ଜଣ, ସୋନପୁର ଜିଲ୍ଲାରୁ ୭୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୪୫ଜଣ ରହିଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୨୫୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୧୭୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୪୭୮୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୩୧୯୧୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.