କୋଭିଡ୍ ମହାମାରୀ ସଂକ୍ରମଣର ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଉନ୍ ଯଦିଓ ସଂକ୍ରମଣ କୁ ରୋକିବାରେ ବହୁ ମାତ୍ରାରେ ସଫଳ ସାବ୍ୟସ୍ତ ହୋଇଛି କିନ୍ତୁ ଏହା ଯୋଗୁଁ ସହରାଞ୍ଚଳର ଉଠାଦୋକାନୀମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି।


ଏହାକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀ ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ‘ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି’ ରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ର ସହାୟତା ମଂଜୁର କରିଛନ୍ତି। ଏହି ସ୍କିମ୍ଏ ଦ୍ଵାରା ସାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ ଉପକୃତ ହେବେ।


ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
