News portal website
before header
[URIS id=5393]

୨୪ ଘଣ୍ଟା ମଧ୍ୟରେ ୬୦୧୯ କରୋନା ପଜିଟିଭ୍ ଚିହ୍ନଟ

0 185

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୯-୦୬-୨୦୨୧

ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୧୧୨୯ରେ ପହଞ୍ଚିଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୯୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୨୨ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮୬ଜଣ, ବରଗଡ଼ ଜିଲ୍ଲାରୁ ୧୨୨ଜଣ, ଭଦ୍ରକ ଜିଲ୍ଲାରୁ ୨୬୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୬ଜଣ, ବୌଦ୍ଧ ଜିଲ୍ଲାରୁ ୭୯ଜଣ, କଟକ ଜିଲ୍ଲାରୁ ୫୩୧ଜଣ, ଦେଓଗଡ଼ ଜିଲ୍ଲାରୁ ୨୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୯୧ଜଣ, ଗଜପତି ଜିଲ୍ଲାରୁ ୩୪ଜଣ, ଗଞ୍ଜାମ ଜିଲ୍ଲାରୁ ୭୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯୬ଜଣ, ଯାଜପୁର ଜିଲ୍ଲାରୁ ୪୦୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭୦ଜଣ, କନ୍ଧମାଳ ଜିଲ୍ଲାରୁ ୭୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୯୬ଜଣ, କୋରାପୁଟ ଜିଲ୍ଲାରୁ ୧୪୨ଜଣ, ମାଲକାନଗିରି ଜିଲ୍ଲାରୁ ୮୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫୧ଜଣ, ନୟାଗଡ଼ ଜିଲ୍ଲାରୁ ୧୯୧ଜଣ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୩୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୧ଜଣ, ସୋନପୁର ଜିଲ୍ଲାରୁ ୬୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୫୭ଜଣ ରହିଛନ୍ତି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୩୧୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୩୧୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୫୬୬୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୮୭୯୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.