News portal website
before header
[URIS id=5393]

ଦୁଇ ଦିନ ହେଲା ବଢୁଛି ସଂକ୍ରମଣ

0 159

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୦-୦୬-୨୦୨୧

ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ଗତ ୨୪ ଘଣ୍ଟାରେ ୬୦୯୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୩ ହଜାର ୪୪୬ଟି ମାମଲା ଆସିଥିବା ବେଳେ ୨ ହଜାର ୬୫୧ଟି ମାମଲା ସ୍ଥାନୀୟ ସଂକ୍ରମଣ ।ଦିନକରେ ରାଜ୍ୟରେ ଆଉ ୪୪ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କିଲର ଭାଇରସ୍। ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୮ହଜାର ୩୨ସଂକ୍ରମିତ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଖୋର୍ଦ୍ଧାରୁ ସର୍ବାଧିକ ହଜାରେ ୧୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୪୭, ଯାଜପୁରରୁ ୪୩୪, ବାଲେଶ୍ବରରୁ ୩୯୨, ମୟୂରଭଞ୍ଜରୁ ୨୯୭, ଅନୁଗୁଳରୁ ୨୯୫, ପୁରୀରୁ ୨୯୧, କେନ୍ଦ୍ରାପଡାରୁ ୨୫୩, ଭଦ୍ରକରୁ ୨୪୬, ଜଗତସିଂହପୁରରୁ ୨୨୬, ସୁନ୍ଦରଗଡ଼ରୁ ୨୦୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଷ୍ଟେଟପୁଲରୁ ୧୫୧, ନବରଙ୍ଗପୁରରୁ ୧୪୬, ବୌଦ୍ଧରୁ ୧୩୦, କୋରାପୁଟରୁ ୧୨୬, କେନ୍ଦୁଝରରୁ ୧୨୩, ନୟାଗଡ଼ ଓ ରାୟଗଡ଼ାରୁ ୧୨୦ଜଣ ଲେଖାଏଁ , କନ୍ଧମାଳରୁ ୧୧୨, ବରଗଡ଼ରୁ ୧୦୭, ସମ୍ବଲପୁରରୁ ୧୦୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ମାଲକାନଗିରିରୁ ୮୪, ବଲାଙ୍ଗୀର ଓ କଳାହାଣ୍ଡିରୁ ୭୭ଲେଖାଏଁ, ଢେଙ୍କାନାଳରୁ ୭୩, ସୋନପୁରରୁ ୬୪, ଗଜପତିରୁ ୪୮, ଗଞ୍ଜାମରୁ ୪୫, ଝାରସୁଗୁଡାରୁ ୪୨, ଦେଓଗଡ଼ରୁ ୨୮, ନୂଆପଡାରୁ ୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ଲକ୍ଷ ୩୭ହଜାର ୨୨୬ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.