News portal website
before header
[URIS id=5393]

କେବଳ ପୁରୀରେ ହେବ ରଥଯାତ୍ରା ।

0 179

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୦-୦୬-୨୦୨୧

ଆଉ ଦିନ କେଇଟା ପରେ ମହାପ୍ରଭୁଙ୍କ ରଥଯାତ୍ରା କିନ୍ତୁ ପୂର୍ବ ବର୍ଷ ଭଳି ଏବର୍ଷ ପୁଣି ରଥଯାତ୍ରା ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ଏବର୍ଷ ବି ଭକ୍ତ ଶୂନ୍ୟ ହେବାକୁ ଯାଉଛି ମହାପ୍ରଭୁଙ୍କ ରଥଯାତ୍ରା । ଏହା ଛଡା କେବଳ ପରମ୍ପରା ବଜାୟ ରଖିବା ପାଇଁ ପୁରୀ ଛଡା ଅନ୍ୟ ସମସ୍ତ ଜାଗାରେ ରଥଯାତ୍ରାକୁ ବନ୍ଦ ରହିବ ବୋଲି ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ପୁରୀରେ ରଥଯାତ୍ରା କଟକଣା ଯୁକ୍ତ ହେବାକୁ ଯାଉଛି । ଗତ ବର୍ଷ ଭଳି ସମଗ୍ର ପୁରୀ ସହରରେ କର୍ଫ୍ୟୁ ଜାରି କରାଯିବ । କର୍ଫ୍ୟୁ ସମୟରେ ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ଧ୍ୟାନ ଦେବେ ବୋଲି ଏସଆରସି ସୂଚନା ଦେଇଛନ୍ତି । ବର୍ତମାନ ରାଜ୍ୟରେ କରୋନାର ଦ୍ୱିତୀୟ ଲହରର ଜାରି ରହିଥିବାରୁ ରାଜ୍ୟ ସରକାର ସଂକ୍ରମଣ କୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନେଇଥିବା ଏସଆରସି ସୂଚନା ଦେଇଛନ୍ତି ।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- [email protected]

ପୁରୀ ରଥଯାତ୍ରା ପାଇଁ ସ୍ୱତନ୍ତ୍ର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି । କେବଳ ସେବାୟତ ଓ ପୋଲିସ୍ ଫୋର୍ସ ଦ୍ୱାରା ରଥ ଟଣା ଯିବ ଏବଂ ରଥ ଯାତ୍ରାରେ ସାମିଲ ହେବାକୁ ଥିବା ପ୍ରତ୍ୟକ ସେବାୟତ ଓ ପୋଲିସ୍ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ କରାଯିବ ।

ପୂର୍ବ ବର୍ଷର ସମସ୍ତ କଟକଣା ପୁଣି ଚଳିତ ବର୍ଷ ଲଗାଯିବ ଏବଂ ପୁରା ସମାନ ଡଙ୍ଗରେ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି ।ଆସନ୍ତା ଜୁଲାଇ ୧୨ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା ହେବାକୁ ଥିବା ବେଳେ ଏବେ ଠାରୁ ରଥ ଯାତ୍ରା ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.