News portal website
before header
[URIS id=5393]

ଛଅ ହଜାର ଉପରେ କରୋନା ସଂକ୍ରମଣ

0 187

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୦-୦୬-୨୦୨୧

ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ। ଦିନକୁ ଦିନ ତଳକୁ ତଳକୁ ଖସିବାରେ ଲାଗିଛି ସଂକ୍ରମଣର ସଂଖ୍ୟା। ଗତକାଲି ରାଜ୍ୟରେ ୬୦୯୭ ଜଣ ସଂକ୍ରମିତ ବାହାରିଥିବା ବେଳେ ଆଜି ୬ହଜାର ତଳକୁ ଖସିଛି ସଂକ୍ରମଣ। ୨୪ ଘଣ୍ଟାରେ ରାଜ୍ୟରୁ ୫ହଜାର ୨୩୫ ଜଣ କରୋନା ସଂକ୍ରମଣ ଚିହ୍ନଟ ହେଇଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସେଥିମଧ୍ୟରୁ ୨ ହଜାର ୯୫୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨ ହଜାର ୨୭୮ ଜଣଙ୍କର ରହିଛି ଲୋକାଲ କଣ୍ଟାକ୍ଟ। ତେବେ ସର୍ବାଧିକ ଖୋର୍ଦ୍ଧାରୁ ୭୨୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୫୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୨୭୭, ବାଲେଶ୍ୱରରୁ ୩୨୦, ବରଗଡ଼ରୁ ୧୧୮, ଭଦ୍ରକରୁ ୨୧୭, ବଲାଙ୍ଗୀରରୁ ୪୧, ବୌଦ୍ଧରୁ ୮୩, ଦେବଗଡ଼ରୁ ୧୪, ଢ଼େଙ୍କାନାଳରୁ ୧୩୭ ।

ଗଜପତିରୁ ୨୩, ଗଞ୍ଜାମରୁ ୭୭, ଜଗତସିଂହପୁରରୁ ୧୪୮, ଯାଜପୁରରୁ ୩୪୯, ଝାରସୁଗୁଡ଼ାରୁ ୨୭, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୩୭, କେନ୍ଦ୍ରାପଡ଼ାରୁ ୨୩୭, କେନ୍ଦୁଝରରୁ ୧୧୫, କୋରାପୁଟରୁ ୧୨୭, ମାଲକାନାଗିରିରୁ ୫୮, ମୟୂରଭଞ୍ଜରୁ ୨୮୫, ନବରଙ୍ଗପୁରରୁ ୧୮୬, ନୟାଗଡ଼ରୁ ୧୩୨, ନୂଆପଡ଼ାରୁ ୧୩, ପୁରୀରୁ ୨୩୪, ରାୟଗଡ଼ାରୁ ୧୨୯, ସମ୍ବଲପୁରରୁ ୬୬, ସୋନପୁରରୁ ୩୪, ସୁନ୍ଦରଗଡ଼ରୁ ୨୫୧, ଷ୍ଟେଟପୁଲରୁ ୧୨୪ ଜଣ କରୋନା ସଂକ୍ରମିତ ହୋଇଛନ୍ତି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.