News portal website
before header
[URIS id=5393]

୧୬ ଯାଏଁ ପ୍ରବଳ ବର୍ଷା

0 316

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୨-୦୬-୨୦୨୧

ମୌସୁମୀ ଆସିଲା । ଲଘୁଚାପ ବି ହେଲା। କିନ୍ତୁ, ଏ ଯାଏଁ ଯେମିତି ଆକଳନ କରାଯାଉଥିଲା ,ସେମିତି ବର୍ଷା ହେଉନାହିଁ। ଆଜିଠାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହେବ ପ୍ରବଳ ବର୍ଷା । ଉତ୍ତର- ପଶ୍ଚିମ ବଙ୍ଗୋସାଗରରେ ସକ୍ରିୟ ରହିଛି ଲଘୁଚାପ । ମୋସୁମୀ ବାୟୁ ପ୍ରବେଶ କରିବା ଯୋଗୁ ଲଘୁଚାପ ଘନୀଭୂତ ହୋଇଛି । ଏହାର ପ୍ରଭାବରେ ୪ଦିନ ପର୍ଯ୍ୟନ୍ତ ଲାଗି ରହିବ ତୁହାକୁ ତୁହା ବର୍ଷା । ଆଜି ପାଇଁ ୬ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୪ ତାରିଖ ନୁହେଁ, ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିିବ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଲଗାଣ ବର୍ଷା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି ୧୭ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼, ଅନୁଗୁଳରେ ପ୍ରବଳ ବର୍ଷା ହେବା ନେଇ ସୂଚନା ରହିଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.