News portal website
before header
[URIS id=5393]

୨୪ ଘଣ୍ଟା ମଧ୍ୟରେ ୪୮୫୨ କରୋନା ପଜିଟିଭ୍

0 150

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୨-୦୬-୨୦୨୧

ରାଜ୍ୟରେ ତଳ ମୁଁହା କରୋନା ସଂକ୍ରମଣ । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୭୩୧୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୬୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୦୮୭ଜଣ ଲୋକାଲ୍‌ କେସ୍‌ ରହିଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬୪ଜଣ, ବରଗଡ଼ ଜିଲ୍ଲାରୁ ୬୧ଜଣ, ଭଦ୍ରକ ଜିଲ୍ଲାରୁ ୨୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୫୭ଜଣ, କଟକ ଜିଲ୍ଲାରୁ ୫୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୨୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫୦ଜଣ, ଗଜପତି ଜିଲ୍ଲାରୁ ୪୮ଜଣ, ଗଞ୍ଜାମ ଜିଲ୍ଲାରୁ ୪୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮୦ଜଣ, ଯାଜପୁର ଜିଲ୍ଲାରୁ ୩୮୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜଣ, କଳାହାଣ୍ଡି ଜିଲ୍ଲାରୁ ୬୦ଜଣ, କନ୍ଧମାଳ ଜିଲ୍ଲାରୁ ୮୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮୭ଜଣ, କେନ୍ଦୁଝର ଜିଲ୍ଲାରୁ ୯୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪୯ଜଣ, କୋରାପୁଟ ଜିଲ୍ଲାରୁ ୮୮ଜଣ, ମାଲକାନାଗିରି ଜିଲ୍ଲାରୁ ୮୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୮ଜଣ, ନୟାଗଡ଼ ଜିଲ୍ଲାରୁ ୧୩୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ୨୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୪୧ଜଣ, ସୋନପୁର ଜିଲ୍ଲାରୁ ୩୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୯୮ଜଣ ରହିଛନ୍ତି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୭୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୫୧୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୮୧୪୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୫୯୦୩୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.