News portal website
before header
[URIS id=5393]

ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

0 267

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୧୩-୦୬-୨୦୨୧

ଅପେକ୍ଷାର ଅନ୍ତ । ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।ସେହିପରି ମନ୍ତ୍ରୀଙ୍କ ସୂଚନାନୁଯାୟୀ, ଚଳିତ ବର୍ଷ କରୋନାର ୨ୟ ଲହରକୁ ଦେଖି ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା । ଏବଂ ସମସ୍ତ ଛାତ୍ରଛାତ୍ରୀଙ୍କୁ ଉତ୍ତୀର୍ଣ୍ଣ କରିବାକୁ ନିଷ୍ପତ୍ତି ନିଆଯାଇଥିଲା ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଯାହାର ମୁଲ୍ୟାୟନ ହୋଇଛି । ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ । ମାଟ୍ରିକ୍‌ ମୁଲ୍ୟାୟନ କାର୍ଯ୍ୟ ସଠିକ୍‌ ଭାବେ କରାଯାଉଛି । ନିର୍ଦ୍ଦାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇବା ପାଇଁ ଚେଷ୍ଟା କରାଯାଉଛି ।ସେହିପରି ରେଜଲ୍ଟ ପରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ହେବେନାହିଁ । ତେବେ ସେମାନ ଆଉ ଥରେ ଆବେଦନ କରିପାରିବେ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର theaustinnews@gmail.com ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.