News portal website
before header
[URIS id=5393]

କ୍ରମାଗତ ଭାବରେ ଖସୁଛି କରୋନା !!

0 156

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୪-୦୬-୨୦୨୧

ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୬୧୨୧ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୭୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୬୪ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୬୮ଜଣ, ଭଦ୍ରକ ଜିଲ୍ଲାରୁ ୨୦୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୩ଜଣ, ବୌଦ୍ଧ ଜିଲ୍ଲାରୁ ୫୪ଜଣ, କଟକ ଜିଲ୍ଲାରୁ ୪୮୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪୪ଜଣ, ଗଜପତି ଜିଲ୍ଲାରୁ ୩୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୩ଜଣ, ଯାଜପୁର ଜିଲ୍ଲାରୁ ୨୦୭ଜଣ ଚିହ୍ନଟ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬୨ଜଣ, କନ୍ଧମାଳ ଜିଲ୍ଲାରୁ ୬୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮୧ଜଣ, କେନ୍ଦୁଝର ଜିଲ୍ଲାରୁ ୯୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୦୦ଜଣ, କୋରାପୁଟ ଜିଲ୍ଲାରୁ ୬୫ଜଣ, ମାଲକାନଗିରି ଜିଲ୍ଲାରୁ ୫୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୮ଜଣ, ନୟାଗଡ଼ ଜିଲ୍ଲାରୁ ୧୪୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲରାୁ ୨୫୫ଜଣ, ରାୟଗଡ଼ା ଜିଲ୍ଲାରୁ ୬୪ଜଣ, ସମ୍ବଲପୁର ଜିଲ୍ଲାରୁ ୫୪ଜଣ, ସୋନପୁର ଜିଲ୍ଲାରୁ ୮୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୬୧୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୯୨୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୯୬୭୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୭୨୦୯୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.