News portal website
before header
[URIS id=5393]

କ୍ରମାଗତ ଭାବରେ ଖସୁଛି କରୋନା

0 181

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୫-୦୬-୨୦୨୧

ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୯୫୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୪୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୬୩ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୬୬ଜଣ, ଭଦ୍ରକ ଜିଲ୍ଲାରୁ ୧୭୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୫୯ଜଣ, କଟକ ଜିଲ୍ଲାରୁ ୨୩୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୪ଜଣ, ଗଜପତି ଜିଲ୍ଲାରୁ ୫୮ଜଣ, ଗଞ୍ଜାମ ଜିଲ୍ଲାରୁ ୩୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ, ଯାଜପୁର ଜିଲ୍ଲାରୁ ୩୯୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୫୪ଜଣ, କନ୍ଧମାଳ ଜିଲ୍ଲାରୁ ୫୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୩ଜଣ, କେନ୍ଦୁଝର ଜିଲ୍ଲାରୁ ୮୯ଜଣ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଖୋର୍ଦ୍ଧା ଜିଲ୍ଲାରୁ ୫୦୦ଜଣ, କୋରାପୁଟ ଜିଲ୍ଲାରୁ ୬୩ଜଣ, ମାଲକାନଗିରି ଜିଲ୍ଲାରୁ ୭୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୩ଜଣ, ନୟାଗଡ଼ ଜିଲ୍ଲାରୁ ୯୭ଜଣ, ନୂଆପଡ଼ା ଜିଲ୍ଲାରୁ ୨୮ଜଣ, ପୁରୀ ଜିଲ୍ଲାରୁ ୧୪୧ଜଣ, ରାୟଗଡ଼ା ଜିଲ୍ଲାରୁ ୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୮ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୮ଜଣ, ଷ୍ଟେଟ ପୁଲ୍‌ରୁ ୭୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୯୫୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୦୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୦୪୯୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୭୭୭୭୩୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.