ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୧୬-୦୬-୨୦୨୧
ଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା । ମିଳିଥିବା ସୂଚନା ଅନୁଯାୟୀ ଜୁଲାଇ ୨୫ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ । ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି।
ରଥଯାତ୍ରା ପରେ ଦର୍ଶନ ପ୍ରସଙ୍ଗରେ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରୀଷନ କୁମାର କହିଛନ୍ତି।ତେବେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ଏପରି ନିଷ୍ପତ୍ତି ନେଇଥିବା ଜଣାପଡିଛି
ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

