News portal website
before header
[URIS id=5393]

୨୪ ଘଣ୍ଟା ମଧ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ

0 182

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୭-୦୬-୨୦୨୧

ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୬୬୯୨ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୬୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୬୨ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬୨ଜଣ, ବରଗଡ଼ ଜିଲ୍ଲାରୁ ୫୦ଜଣ, ଭଦ୍ରକ ଜିଲ୍ଲାରୁ ୧୭୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୬ଜଣ, ବୌଦ୍ଧ ଜିଲ୍ଲାରୁ ୮୪ଜଣ, କଟକ ଜିଲ୍ଲାରୁ ୪୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୨୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧୪ଜଣ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୭ଜଣ, ଜଗତସିଂହପୁର ଜିଲ୍ଲାରୁ ୯୨ଜଣ, ଯାଜପୁର ଜିଲ୍ଲାରୁ ୩୦୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪୧ଜଣ, କନ୍ଧମାଳ ଜିଲ୍ଲାରୁ ୪୮ଜଣ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୦ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦୬ଜଣ, କୋରାପୁଟ ଜିଲ୍ଲାରୁ ୮୦ଜଣ, ମାଲକାନାଗିରି ଜିଲ୍ଲାରୁ ୫୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୨ଜଣ, ନବରଙ୍ଗପୁର ଜିିଲ୍ଲାରୁ ୧୦୮ଜଣ, ନୟାଗଡ଼ ଜିଲ୍ଲାରୁ ୧୦୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୧୯୯ଜଣ, ରାୟଗଡ଼ା ଜିଲ୍ଲାରୁ ୭୯ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୫୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୬୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୬୬୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୧୭୩୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୮୯୯୮୫୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.