News portal website
before header
[URIS id=5393]

୧୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

0 176

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୭-୦୬-୨୦୨୧

ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର କାଳବୈଶାଖୀ ନେଇ ଆଜି ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ।ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲା ଲାଗି ସତର୍କ ସୂଚନା ଜାରି କରାଯାଇଛି ।

ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ମାଲକାନଗିରି, ନୂଆପଡ଼ା, କନ୍ଧମାଳ, ଗଞ୍ଜାମ ଓ ବଲାଙ୍ଗୀର ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଆଗାମୀ ୩ ଘଣ୍ଟା ମଧ୍ୟରେ ଏହି ୧୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି। ତେବେ ପାଣିପାଗକୁ ଦୃଷ୍ଟିରେ ରଖି ତଦନୁଯାୟୀ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ଜନସାଧାରଣଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.