News portal website
before header
[URIS id=5393]

ରାଜ୍ୟରେ ୧୦ ଜିଲ୍ଲାକୁ ପ୍ରବଳ ବର୍ଷା

0 264

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୮-୦୬-୨୦୨୧

ରାଜ୍ୟରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା । କାଲି ସକାଳ ୮ଟା ୩୦ ଯାଏଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବରଗଡ଼ ଓ ବାଲେଶ୍ୱର ଜିଲ୍ଲା।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in
https://www.youtube.com/AustinNewsMedia
http://facebook.com/AustinNewsMedia
Leave A Reply

Your email address will not be published.