News portal website
before header
[URIS id=5393]

ମାଓ କ୍ଯାମ୍ପରେ ପୋଲିସ ଚଢାଉ।

0 185

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୦-୦୬-୨୦୨୧

ପୋଲସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ଯବାନ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । 2 ମାଓ କମାଣ୍ଡର ନିହତ ହୋଇଥିବାବେଳେ ବିପୁଳ ପରିମାଣର ମାଓସାମଗ୍ରୀ ଜବତ ହୋଇଥିବା ସୂଚନା ରହିଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ସେଠାରୁ 3ଟି ରାଇଫଲ, ବିସ୍ଫୋରକ ସାମଗ୍ରୀ, ମାଓବାଦୀ କ୍ୟାମ୍ପ ସାମଗ୍ରୀ, ଜୀବନ୍ତ ଗୁଳି, ନକ୍ସଲ ପୋଷାକ,ଔଷଧ ଆଦି ଜବତ ହୋଇଛି । ଅନ୍ୟ ମାଓବାଦୀମାନେ ଘଞ୍ଚ ଜଙ୍ଗଲର ଆଡ ଦେଖାଇ ଚାଲି ଯାଇଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ସେହି ଅଞ୍ଚଳରେ କୁମ୍ୱିଂ ଜାରି ରହିଥିବା ନେଇ ବସ୍ତର ପୋଲିସ ପକ୍ଷରୁ ସୂଚନା ରହିଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.