News portal website
before header
[URIS id=5393]

ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ପୁରୀ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ହେବନି ରଥଯାତ୍ରା

0 145

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୩-୦୬-୨୦୨୧

ରଥାଯାତ୍ରାକୁ ନେଇ ହାଇକୋର୍ଟ ଶୁଣାଇଲେ ଗୁରୁତ୍ୱପୂର୍ଣ୍ଣ ରାୟ। ପୁରୀ ରଥଯାତ୍ରା ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ହୋଇପାରିବନି ରଥଯାତ୍ରା। ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତି ଉପରେ ମୋହର ମାରିଛନ୍ତି ହାଇକୋର୍ଟ।ସୂଚନା ମୁତାବକ, କେନ୍ଦ୍ରାପଡ଼ା ବଳଦେବଜୀଉ ରଥଯାତ୍ରା ପାଇଁ ହୋଇଥିବା ଆବେଦନକୁ ଖାରଜ କରି ହାଇକୋର୍ଟ ଏହି ରାୟ ଦେଇଛନ୍ତି । ସୁପ୍ରିମକୋର୍ଟ ପୁରୀରେ କୋଭିଡ ଗାଇଡ଼ ଲାଇନ ଅନୁଯାୟୀ ରଥଯାତ୍ରା ପାଳନ କରିବାକୁ ଅନୁମତି ଦେଇଥିଲେ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସେହି ଗାଇଡ ଲାଇନ ଅନୁଯାୟୀ ଗତବର୍ଷ ପରି ଏଥର ମଧ୍ୟ ପୁରୀରେ କଟକଣା ଭିତରେ ରଥଯାତ୍ରା ପାଳନ ହେବ।କିନ୍ତୁ ତାହା ପୂର୍ବରୁ ଆସନ୍ତାକାଲି କୋଭିଡ କଟକଣାରେ ପାଳନ ହେବ ଶ୍ରୀଜିଉଙ୍କ ଦେବସ୍ନାନପୂର୍ଣ୍ଣିମା। ପୂର୍ବବର୍ଷ ପରି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ସ୍ୱତ୍ତ୍ୱଲିପି ଅନୁଯାୟୀ ଆବଶ୍ୟକ ସଂଖ୍ୟକ ସେବାୟତ ନିୟୋଜିତ ହେବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଆଜି ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ପର୍ଯ୍ୟନ୍ତ ବଳବତ୍ତର ଏହା ରହିବ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.