News portal website
before header
[URIS id=5393]

ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ : ପ୍ରତିକ୍ରିୟା ଦେଲେ ଗଣଶିକ୍ଷା ମନ୍ତ୍ରୀ

0 176

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୩-୦୬-୨୦୨୧

ସିଲାବସ୍ ହ୍ରାସ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମନ୍ତ୍ରୀ କହିଛନ୍ତି ଚଳିତ ବର୍ଷ ନବମ ଓ ଦଶମ ଶ୍ରେଣୀର ସିଲାବସ୍ ୩୦% ହ୍ରାସ କରାଯିବ । ହେଲେ ସ୍କୁଲ ଖୋଲିବା ନେଇ ଏଯାଏଁ କୌଣସି ନିଷ୍ପତ୍ତି ହୋଇନାହିଁ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଅନଲାଇନ୍ ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ପାଠ ପଢାଯାଉଛି । ଅନଲାଇନ୍ ଶିକ୍ଷା ନେଉଥିବା ପିଲାଙ୍କର କୌଣସି ସମସ୍ୟା ହେଲେ ସେମାନଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା କରାଯାଇଛି । ଅନଲାଇନ୍ ଶିକ୍ଷା ସବୁ ପିଲାଙ୍କ ପାଖରେ ପହଞ୍ଚିବା ସମ୍ଭବ ନୁହେଁ । ତେଣୁ ଚଳିତ ବର୍ଷ ବି ସିଲାବସ୍ କମାଇବା ନିଷ୍ପତ୍ତି ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.