News portal website
before header
[URIS id=5393]

ଆଠଗଡ଼ରେ ୧୬୩ ଜଣଙ୍କୁ ଆର୍ଥିକ ସହାୟତା ଏବଂ ୨୮୧ ଜଣଙ୍କୁ ବାସଗୃହ ପାଇଁ କାର୍ଯ୍ୟାଦେଶ ବଣ୍ଟନ କଲେ ମନ୍ତ୍ରୀ

0 203

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୪-୦୬-୨୦୨୧

ମହାମାରୀ କରୋନା ପାଇଁ ସାରା ରାଜ୍ୟରେ ଲକଡାଉନ୍ ଏବଂ ସଟ୍‌ଡାଉନ ଯୋଗୁଁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି । ବିଶେଷ ଭାବରେ ପ୍ରଭାବିତ ହୋଇଛନ୍ତି ଉଠା ଦୋକାନୀମାନେ । ଉଠା ଦୋକାନ ମାଧ୍ୟମରେ ନିଜ ନିଜର ଦୈନିକ ଗୁଜୁରାଣ ମେଣ୍ଟାଇବା ବର୍ତ୍ତମାନ ସମୟରେ ସେମାନଙ୍କ ପାଇଁ କଷ୍ଟକର ହୋଇ ପଡ଼ିଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଆଠଗଡ଼ରେ ସେହିଭଳି ୧୬୩ ଜଣ ଉଠା ଦୋକାନୀ ମାନଙ୍କୁ ୩୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯାଇଛି । ଏଥି ସହିତ ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦର ୧୮ ଟି ଓ୍ଵାର୍ଡର ୨୮୧ ଜଣ ଯୋଗ୍ୟ ହିତାଧିକାରୀମାନଙ୍କୁ ଆବାସ ଯୋଜନାରେ ବାସଗୃହ ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ଆଠଗଡ଼ ବ୍ଲକ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆଠଗଡ଼ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଏ ସମସ୍ତ ହିତାଧିକାରୀ ମାନଙ୍କୁ ବଣ୍ଟନ କରିଛନ୍ତି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.