News portal website
before header
[URIS id=5393]

ତିନି ହଜାର ତଳକୁ ଖସିଲା ସଂକ୍ରମଣ!!

0 147

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୫-୦୬-୨୦୨୧

ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି ପଜିଟିଭ୍ ସଂଖ୍ୟା । ଦୈନିକ ସଂକ୍ରମଣରେ ଲଗାତାର ହ୍ରାସ ଦେଖିବାକୁ ମିଳୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୩ ହଜାର ୫୦୮କୁ ବୃଦ୍ଧି ପାଇଛି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨୯୧୨ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୬୭୫ ଲୋକାଲ କେସ୍ ୧୨୩୭ ଜଣ ଚିହ୍ନଟ ହୋଇଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସେପଟେ ଆଜି ଖୋର୍ଦ୍ଧାରୁ ସବାଧିକ ୪୦୧ ପଜିଟିଭ୍‌ ବାହାରିଛନ୍ତି ।ଆଜି ଅନୁଗୁଳରୁ ୧୧୯, ବାଲେଶ୍ୱରରୁ ୨୨୦, ବରଗଡ଼ରୁ ୩୧, ଭଦ୍ରକରୁ ୧୩୬, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୧୮, କଟକରୁ ୩୮, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪୨,ଗଜପତିରୁ ୧୩, ଗଂଜାମରୁ ୧, ଜଗତସିଂହପୁରରୁ ୧୩୧, ଯାଜପୁରରୁ ୨୯୨, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୩୫,କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି କେନ୍ଦୁଝରରୁ ୭୦, ଖୋର୍ଦ୍ଧାରୁ ୪୦୧, କୋରାପୁଟରୁ ୫୪, ମାଲକାନଗିରିରୁ ୪୯,ମୟୂରଭଂଜରୁ୧୭୪, ନବରଙ୍ଗପୁରରୁ ୫୦, ନୟାଗଡ଼ରୁ ୧୪୦,ନୂଆପଡ଼ାରୁ ୮, ପୁରୀରୁ ୧୬୧, ରାୟଗଡ଼ାରୁ ୫୨, ସମ୍ବଲପୁରରୁ ୩୦,ସୁବର୍ଣ୍ଣପୁରରୁ ୧୩, ସୁନ୍ଦରଗଡ଼ରୁ ୭୧, ଷ୍ଟେଟପୁଲରୁ ୬୫ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.