News portal website
before header
[URIS id=5393]

ଆଜି ବାହାରିବ ମାଟ୍ରିକ୍ ରେଜଲ୍ଟ!!

0 166

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୫-୦୬-୧୦୨୧

ଆଜି ବାହାରିବ ମାଟ୍ରିକ୍ ରେଜଲ୍ଟ । ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ଅପରାହ୍ନ ୪ଟା ବେଳେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି ।ତେବେ ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟ୍ରେ ପରୀକ୍ଷାଫଳ ଉପଲବ୍ଧ ହେବ। bseodisha.in ଓ bseodisha.nic.in ଓ୍ବେବସାଇଟ୍ ରେ ରେଜଲ୍ଟ ଛାତ୍ରଛାତ୍ରୀ ଜାଣିପାରିବେ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଏତ୍୍ ବ୍ୟତୀତ ମେସେଜ୍ ମାଧ୍ୟମରେ ଛାତ୍ରଛାତ୍ରୀ ପରୀକ୍ଷାଫଳ ପାଇପାରିବେ । ଏଥିପାଇଁ OR01 <Space> Roll No ଲେଖି 5676750କୁ SMS ପଠାଇବାକୁ ହେବ । ସେପଟେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ବୋର୍ଡ କହିଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.