News portal website
before header
[URIS id=5393]

ଦେହଜୀବୀଙ୍କ ଟିକାକରଣ ପାଇଁ ବିଏମସିର ସ୍ବତନ୍ତ୍ର ବ୍ୟବସ୍ଥା

0 183

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୫-୦୬-୨୦୨୧

ସ୍ବତନ୍ତ୍ର ମୋବିଲାଇଜେସନ ଜରିଆରେ ବିଭିନ୍ନ ସମ୍ବେଦନଶୀଳ ଗୋଷ୍ଠୀଙ୍କୁ ଟିକାକରଣରେ ସାମିଲ କରିଛି ବିଏମସି । ଖାସ କରି ଭୁବନେଶ୍ବର ମାଳି ସାହିର ଦେହଜୀବୀଙ୍କ ପାଇଁ ସ୍ବତନ୍ତ୍ର ଭାବେ ବ୍ୟବସ୍ଥା କରିଛି ବିଏମସି । ଟିକାକରଣରେ ଯେମିତି କୌଣସି ବ୍ୟକ୍ତି ବାଦ ନପଡନ୍ତି, ସେଥିପାଇଁ ଦିଆଯାଉଛି ଗୁରୁତ୍ବ ।ଆଗକୁ ଅନ୍ୟ ସମ୍ବେଦନଶୀଳ ଗୋଷ୍ଠୀଙ୍କୁ ଚିହ୍ନଟ କରି ସେମାନଙ୍କୁ ଟିକାକରଣ ଅଭିଯାନରେ ସାମିଲ କରାଯିବ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ବିଏମସି ଜୋନାଲ ଡେପୁଟି କମିଶନର ।ଭୁବନେଶ୍ବରରେ ଟିକାକରଣକୁ ବ୍ୟାପକ କରିବାକୁ ବିଏମସିର ଯୋଜନା । ଆସନ୍ତା ଜୁଲାଇ ୧୦ ତାରିଖ ସୁଦ୍ଧା ଟାର୍ଗେଟ୍ ହାସଲ କରିବାକୁ ରଖିଛି ଯୋଜନା ।ଏଥିପାଇଁ ଟିକାକରଣକୁ ବ୍ୟାପକ କରୁଛି ଭୁବନେଶ୍ବର ମହାନଗର ନିଗମ । ଏହି କ୍ରମରେ ଏବେ ଭୁବନେଶ୍ବରର ଦେହଜୀବୀଙ୍କୁ ଟିକା ଦେବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରୁଛି ବିଏମସି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.