ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୨୬-୦୬-୨୦୨୧
ଲକଡାଉନ ଯୋଗୁ ନୂଆ ପରିବହନ ଆଇନ ଏବେ ଲାଗୁ ହେବ ନାହିଁ। ଜୁଲାଇ ୧ ଯାଏଁ ନିୟମ ଲାଗୁ ହେବନି। ବର୍ତ୍ତମାନ ପାଇଁ ଏହା କୋହଳ ରହିଲା। ଜୁଲାଇ ୧ ପରେ ଯାହା ରାଜ୍ୟ ସରକାର ଲକଡାଉନ ନେଇ ନିଷ୍ପତ୍ତି ନେବେ। ସେହି ଅନୁସାରେ ପରିବହନ ବିଭାଗ ନିଷ୍ପତ୍ତି ନେବ। ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
