News portal website
before header
[URIS id=5393]

କରୋନା ସଚେତନତା ରାଲି କଲା କମିଶନରେଟ୍ ପୋଲିସ

0 176

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୭-୦୬-୨୦୨୧

କରୋନା ସଂକ୍ରମଣ ପାଇଁ ଲାଗୁ ହୋଇଥିବା ଚତୁର୍ଥ ପର୍ଯ୍ୟାୟ ଲକଡାଉନ୍ ଶେଷ ହେବା ପୂର୍ବରୁ ଆଜି ପୋଲିସ ଏକ ସଚେତନତା ରାଲି କରିଛି । ପୋଲିସ ବିଭାଗର ବରିଷ୍ଠ ଅଧିକାରୀମାନେ ରାଜଧାନୀର ଭୁବନେଶ୍ୱର ବିଭିନ୍ନ ଗଳି କନ୍ଦି ବୁଲି ଲୋକଙ୍କୁ ସଚେତନ କରାଉଛନ୍ତି।

ଏବଂ ଡାକ ବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଜାଗ ବି କରାଉଛନ୍ତି କରୋନା ର ତୃତୀୟ ଲହର ନଜର ରଖି ପୋଲିସ ପ୍ରଶାସନ ପକ୍ଷରୁ ଏହି ସଚେତନତା କରାଯାଇଥିଲା ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in
https://www.youtube.com/AustinNewsMedia
http://facebook.com/AustinNewsMedia
Leave A Reply

Your email address will not be published.